ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି ।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩,୩୫,୮୦୮ ଜଣ ପଡିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩, ୨୬,୧୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ମଧ୍ୟ ରାଜ୍ୟରେ ୪୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।












Click it and Unblock the Notifications