ଆଜି ଆଉ ୩୫୫ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଦିନକରେ ଆଉ ୩୫୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୦ ଜଣ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଆଉ ୩୫୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୦ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୨ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୮ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୬୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୪୭୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୮୩୯୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+