ଗତ ୨୪ ଘଣ୍ଟାରେ ୪୪ କରୋନା ପଜିଟିଭ ଚିହ୍ନଟ

ଗତକାଲି ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରୁ ୪୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ଵର: ଗତକାଲି ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରୁ ୪୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ଵରରୁ 3 ଜଣ, ବରଗଡ଼ରୁ ଜଣେ, ଏବଂ ବଲାଙ୍ଗୀରିରୁ 3 ଜଣ, କଟକରୁ ୩ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରୁ ଜଣେ, ଯାଜପୁରରୁ ଜଣେ, ଖୋର୍ଦ୍ଧାରୁ ୬ଜଣ, ମୟୂରଭଞ୍ଜରୁ ୨ଜଣ ଚିହ୍ନଟ ହୋଇଛନ୍ତି । ଏଥିସହିତ ନବରଙ୍ଗପୁରରୁ ୨ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୨ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡରୁ ୧୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୪୬୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୧୨୨୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+