ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ: ଆଜି ଆଉ ୬୫୨ ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୨ ଜଣ ସଂକ୍ରମିତ ରହିଛନ୍ତି ।

 odisha corona cases

ସେହିପରି ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲରୁ ୪୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭୦ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୮ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୭ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+