ଆଜି ରାଜ୍ୟରେ ୧୮୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ ହେଉଛଇ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଉପରତଳ ହେଉଛଇ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୮୮୭କୁ ବୃଦ୍ଧି ପାଇଛି ।

odisha covid cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍‌ରୁ ୫ଜଣ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+