କ୍ରମାଗତ ରାଜ୍ୟରେ ୫ ଶହ ପାର୍ ହେଲା ଦୈନିକ ସଂକ୍ରମଣ

ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୫ ଶହ ପାର୍‌ କରିଛି ।

ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତକାଲି ପରି ଆଜି ମଧ୍ୟ ସଂକ୍ରମଣ ୫ ଶହ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୩୩୬, ଲୋକାଲ କେସ୍- ୨୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୯ ଜଣ ଆକ୍ରାନ୍ତ ଅଛନ୍ତି ।

coronavirus

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୨୧୯, କଟକରୁ ୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୯୪ ହଜାର ୭୬କୁ ବୃଦ୍ଧି ପାଇଛି । ରାଜ୍ୟରେ ଆକ୍ଟିଭ୍‌ କେସ୍- ୩୩୬୦ଥିବା ବେଳେ ୧୨,୮୧,୫୩୭ ଆକ୍ରାନ୍ତ ସୁସ୍ଥ ହେଲେଣି ।

ଖୋର୍ଦ୍ଧା ଜିଲ୍ଲାକୁ ରେଡ୍‌ ଜୋନ୍‌କୁ ରଖାଯାଇଛି । କୋଭିଡ୍ ସଂକ୍ରମଣରେ ଖୋର୍ଦ୍ଧା ଜିଲ୍ଲା ରେଡ୍ ଜୋନ୍‌କୁ ଫେରିବା ପରେ ଏବେ ଚିନ୍ତାରେ ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+