Get Updates
Get notified of breaking news, exclusive insights, and must-see stories!

ଆସିଲା ଓଡ଼ିଶାର ଅର୍ଥନୈତିକ ସର୍ଭେ ରିପୋର୍ଟ, ଅଭିବୃଦ୍ଧି ୭.୨ ପ୍ରତିଶତ ରହିବା ଆକଳନ

ବଜେଟ୍‌ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ। ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ଯାହା ପ୍ରାୟ ୧୧୩ ବିଲିୟନ ଆମେରିକୀୟ ଡଲାର ଅଟେ । ମୁଣ୍ଡ ପିଛା ଆୟରେ ଏକାଦଶ ସ୍ଥାନରେ ରହିଛି ଓଡ଼ିଶା। ବାର୍ଷିକ ମୁଣ୍ଡ ପିଛା ଆୟ ୧୦.୬% ବୃଦ୍ଧି ପାଇଁ ୧.୮୩ ଲକ୍ଷରେ ପହଞ୍ଚିଛି। ୨୦୨୪-୨୫ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବା ପରେ ଏହି ତଥ୍ୟ ମିଳିଛି। ଆକଳନ ଅନୁଯାୟୀ, ରାଜ୍ୟର ଅଭିବୃଦ୍ଧି ହାର ୭.୨% ରହିବ। ସେହି ସମୟ ମଧ୍ୟରେ ସର୍ବଭାରତୀୟ ସ୍ତରରେ ଅଭିବୃଦ୍ଧି ହାର ୬.୪% ରହିବା ନେଇ ଆକଳନ କରାଯାଇଛି।

Odisha Economic Survey 2024-25 Report Released

ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ । ଯାହା ସର୍ବଭାରତୀୟ ସ୍ତରର ଅଭିବୃଦ୍ଧି ସହ ପ୍ରାୟତଃ ସମାନ। ଅପର ପକ୍ଷରେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+