ଶିମିଳିପାଳରେ ନିଆଁ: ସତର୍କ ସହ ପ୍ରତିଷେଧ ମୂଳକ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ ।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିମିଳିପାଳ କେବଳ ଓଡିଶା ବା ଭରତର ନୁହେଁ ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ । ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦେଶ ଦେଇଥିଲେ ।

ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ବୈଠକରେ ସୂଚନା ଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଜଙ୍ଗଲ ଓ ପରିବେଶ ବିଭାଗ ଡା. ମୋନା ଶର୍ମା କହିଥିଲେ ଯେ ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟି ନାହିଁ । ନିଆଁ କୁ ନିୟନ୍ତ୍ରଣ କରିବା ପାଇଁ SOP ଜାରି କର ଯାଇଛି ଏବଂ ବଡ ବଡ ଗଛ ମାନଙ୍କର କିଛି କ୍ଷତି ହୋଇନାହିଁ । Fire Alert ସମ୍ପର୍କରେ ପ୍ରତି ସନ୍ଧ୍ଯାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ DFOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡା ମୋନା ଶର୍ମା କହିଛନ୍ତି ।
PCCF Wildlife ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି ଏବଂ ପରିସ୍ଥିତି ଉପରେ ନଜର ରଖିଛନ୍ତି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications