ରାଜ୍ୟକୁ ଫେରିଲା ଲକଡାଉନ, ମେ’ ୫ରୁ ୧୯ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକଡାଉନ ଓଡିଶା
ରାଜ୍ୟକୁ ଫେରାଲା ଲକଡାଉନ । ୧୪ ଦିନ ପାଇଁ ସାରା ରାଜ୍ୟକୁ ଲକଡାଉନ ଘୋଷଣା କଲେ ରାଜ୍ୟ ସରକାର । ଚଳିତ ମେ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ସାରା ଓଡିଶାକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରାଯାଇଛି।
ଭୁବନେଶ୍ୱର: ବଡଖବର... ରାଜ୍ୟକୁ ଫେରିଲା ଲକଡାଉନ । ୧୪ ଦିନ ପାଇଁ ସାରା ରାଜ୍ୟକୁ ଲକଡାଉନ ଘୋଷଣା କଲେ ରାଜ୍ୟ ସରକାର । ଚଳିତ ମେ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ସାରା ଓଡିଶାକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରାଯାଇଛି।

ଏହି ସମୟରେ ୫ ଶହ ମିଟର ଦୂରତା ମଧ୍ୟରେ ସକାଳ ୬ ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ। ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ।













Click it and Unblock the Notifications