ରାଜ୍ୟ ସରକାର ଭାଙ୍ଗିଲେ ୨ ସମବାୟ ବୋର୍ଡ

ଭୁବନେଶ୍ୱର : ରାଜ୍ୟ ସରକାର ଭାଙ୍ଗିଲେ ୨ଟି ସମବାୟ ବୋର୍ଡ । ଦୁର୍ନୀତି ଅଭିଯୋଗରେ ଏହାକୁ ଭାଙ୍ଗିଥିବା ଜଣାପଡ଼ିଛି । ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମ ଭାଙ୍ଗିଛନ୍ତି ସରକାର ।

mohan majhi

ଏଣିକି ରାଜ୍ୟ ସରକାର ୨ଟି ବୋର୍ଡର ବ୍ୟାପାର ବୁଝାଶୁଝା କରିବେ । ଏନେଇ ସମବାୟ ସମିତି ରେଜିଷ୍ଟ୍ରାରଙ୍କ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+