Get Updates
Get notified of breaking news, exclusive insights, and must-see stories!

କୋଭିଡ୍ ମୃତ୍ୟୁ ସଂଖ୍ୟା ଲୁଚାଉ ନାହାଁନ୍ତି ସରକାର: ଡିଏମଇଟି

ବିଭିନ୍ନ ସ୍ତରରେ ଅଡିଟ୍ କରାଯାଇ ମୃତ୍ୟୁସଂଖ୍ୟା ଘୋଷଣା କରାଯାଉଛି । ସରକାର ମୃତ୍ୟୁସଂଖ୍ୟା ଲୁଚେଇ ନାହାଁନ୍ତି ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି ।

ଭୁବନେଶ୍ବର: କୋଭିଡ୍ ମୃତ୍ୟୁକୁ ନେଇ ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ । ପ୍ରତି ଦିନ ଆସୁଥିବା ମୃତ୍ୟୁସଂଖ୍ୟା ରିୟଲ ଟାଇମ୍ ନୁହେଁ । ଗୋଟିଏ ଦିନରେ ଆସୁଥିବା ମୃତ୍ୟୁସଂଖ୍ୟା ସେଇ ନିର୍ଦ୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ୍ କରାଯାଇ ମୃତ୍ୟୁସଂଖ୍ୟା ଘୋଷଣା କରାଯାଉଛି । ସରକାର ମୃତ୍ୟୁସଂଖ୍ୟା ଲୁଚେଇ ନାହାଁନ୍ତି ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି ।

DMET

ପୂର୍ବରୁ କୋଭିଡ୍, ନନ୍ କୋଭିଡ୍ ମୃତ୍ୟୁକୁ ନେଇ ସଂଶୟ ସୃଷ୍ଟି ହୋଇଥିଲା । କେଉଁ କାଟାଗୋରୀରେ କେଉଁ ମୃତ୍ୟୁ ଯିବ ସେ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ମିଳିବା ପରେ ମୃତ୍ୟୁ ତଥ୍ୟର ଅଡିଟ୍ କରାଯାଇଛି । କରୋନା ପିକ୍ ସମୟରେ ଡାକ୍ତରମାନେ ରୋଗୀଙ୍କ ଚିକିତ୍ସାରେ ବ୍ୟସ୍ତ ରହୁଥିଲେ ଏବେ ରୋଗୀ ସଂଖ୍ୟା କମିବା ପରେ ଅଡିଟ୍ କରାଯାଇ ତଥ୍ୟ ଆସୁଛି ।

କଟକ, ଭୁବନେଶ୍ବରରେ ସଂକ୍ରମଣ ଗତ ୧୦ ଦିନ ତୁଳନାରେ କମିଛି। କିନ୍ତୁ ଏବେ ବି ଅନ୍ୟ ଜିଲ୍ଲା ତୁଳନାରେ ଅଧିକ । ସ୍ବତନ୍ତ୍ର ଫୋକସ୍ କରାଯାଇଛି । ଟେଷ୍ଟିଂ, ଟ୍ରେସିଂ ଓ ସର୍ଭେଲାନ୍ସ ବଢାଯାଇଛିବୋଲି ଡ଼ିଏମଇଟି କହିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+