ଉତ୍କର୍ଷ ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ତଷ୍ଟ୍ରିଆଲ ପାର୍କ
Utkarsh Odisha 2025: ଉତ୍କର୍ଷ ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରାଜ୍ୟରେ ମହିଳାଙ୍କ ପାଇଁ ହେବ ଇଣ୍ତଷ୍ଟ୍ରିଆଲ ପାର୍କ । ଇପିକଲରେ ମହିଳା ନିବେଶକଙ୍କ ପାଇଁ ଖୋଲିବ ସ୍ୱତନ୍ତ୍ର ସେଲ୍ । ମହିଶା ସଶକ୍ତୀକରଣ ପାଇଁ ପରାମର୍ଶ ଦେବାକୁ ଆହ୍ୱନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଉତ୍କର୍ଷ ଓଡ଼ିଶା କନକ୍ଲେଭର ଆଜି ଦ୍ୱିତୀୟ ଦିନ । ଗତକାଲି ପ୍ରଥମ ଦିନରେ ରାଜ୍ୟକୁ ୪ ଲକ୍ଷ କୋଟି ଟଙ୍କାର ନିବେଶ ଆସିଥିଲା ଏବଂ ୫୪ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା । ସେହିପରି ଆଜି ଦ୍ବିତୀୟ ଦିନର ପ୍ରଥମାର୍ଦ୍ଧରେ ୩୦ ଏମଓୟୁ ସ୍ୱାକ୍ଷରିତ ହେବ ଏବଂ ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ନିବେଶ ଆସିବ ବୋଲି ଶିଳ୍ପ ସଚିବ ହେମନ୍ତ ଶର୍ମା ସୂଚନା ଦେଇଛନ୍ତି ।












Click it and Unblock the Notifications