ବଢିଲା ଦୈନିକ ଶ୍ରମିକ ମଜୁରୀ; କାହାକୁ ମିଳିବ କେତେ ଟଙ୍କା
ଭୁବନେଶ୍ୱର : ବଢିଲା ଦୈନିକ ଶ୍ରମିକ ମଜୁରୀ । ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଛନ୍ତି ରାଜ୍ୟ ସରକାର । ଅଣକୁଶଳୀଙ୍କ ମଜୁରୀ 345 ଟଙ୍କାରୁ ବଢି 352 ଟଙ୍କା ହୋଇଥିବା ବେଳେ ଅର୍ଦ୍ଧକୁଶଳୀଙ୍କ 385 ଟଙ୍କାରୁ ବୃଦ୍ଧି ପାଇ 392 ଟଙ୍କା ହୋଇଛି ।

ସେହିପରି କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ 435 ଟଙ୍କା ରୁ 442 ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହାସହିତ ଅତିକୁଶଳୀଙ୍କ ମଜୁରୀ 495 ଟଙ୍କାରୁ ବୃଦ୍ଧି ହୋଇ 502 ଟଙ୍କା ହୋଇଛି ।
ଏହା ପୂର୍ବରୁ ଚଳିତ ବର୍ଷ ଅପ୍ରେଲ ପହିଲାରେ ଶ୍ରମିକଙ୍କ ଦୈନିକ ମଜୁରୀରେ 12 ଟଙ୍କା ଲେଖାଏଁ ବୃଦ୍ଧି କରିଥିଲେ । ଏହା ପରେ ଆଜି ସମସ୍ତ ଶ୍ରମିକଙ୍କ ଦୈନିକ ମଜୁରରୀରେ 7 ଟଙ୍କା ଲେଖାଏଁ ବୃଦ୍ଧି କରିଛନ୍ତି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications