ରାଜ୍ୟରେ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ପାଇଁ ଏସମା ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟରେ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ପାଇଁ ଲାଗୁ ହେଲା ଏସମା । ଅଗ୍ନିଶମ କର୍ମଚାରୀଙ୍କ ଆନ୍ଦୋଳନ ଉପରେ ଲାଗିଲା ଏସ୍‌ମା । ଅତ୍ୟାବଶ୍ୟକ ସେବା ଆଇନ ଏସ୍‌ମା ଲଗାଇଲେ ରାଜ୍ୟ ସରକାର । ଏସ୍‌ମା ଆଗାମୀ ୬ ମାସ ପର୍ଯ୍ୟନ୍ତ ବଳବତ୍ତର ରହିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଆଗ୍ନିକମାନେ ଆନ୍ଦୋଳନ ପାଇଁ ପ୍ରସ୍ତତୁ ହେଉଥିଲେ । ରାଜ୍ୟବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

 esma to ban strike

ସୂଚନା ଅନୁଯାୟୀ ସମଗ୍ର ରାଜ୍ୟବ୍ୟାପୀ ଅଗ୍ନିଶମ କର୍ମଚାରୀ ଆଜି ଠାରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିଥିଲେ । ପୋଲିସ ସହ ସମାନ ଦରମା ଏବଂ ଅଗ୍ନିଶମ ସେବା ସଂସ୍ଥା କର୍ମଚାରୀଙ୍କ ସଂଘର ପଞ୍ଜିକରଣ ଦାବିରେ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+