ରାଜ୍ୟରେ ଗୋ ହତ୍ୟା ପାଇଁ ଆସିବ ଆଇନ, ବନ୍ଦ ହେବ ଗୋ ଚାଲାଣ : ଆଇନ ମନ୍ତ୍ରୀ

Odisha News: ରାଜ୍ୟରେ ଗୋ ହତ୍ୟା ପାଇଁ ଆସିବ ଆଇନ । ଆସାମ ପରେ ଏବେ ଓଡ଼ିଶାରେ ମଧ୍ୟ ବନ୍ଦ ହେବ ଗୋ ହତ୍ୟା । ସେହିପରି ରାଜ୍ୟରେ ବନ୍ଦ ହେବ ଗୋ ମାଂସ ଓ ଗୋ ଚାଲାଣ । ଖୁବ୍ ଶୀଘ୍ର ରାଜ୍ୟ ସରକାର ଏକ କଡା ଆଇନ ଆଣିବାକୁ ଯାଉଛନ୍ତି ଏନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ।

Prithiviraj Harichandan

ଗୋଚାଲଣା ଓ ଗୋ ହତ୍ୟା ଉପରେ ରୋକ୍ ଲଗାଇବା ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସମ୍ପୁର୍ଣ୍ଣ ସ୍ସଷ୍ଟ ରହିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ସେ ଆହୁରି କହିଛନ୍ତି, ବିଭିନ୍ନ କ୍ଷେତ୍ରକୁ ବିଚାର କରି ଗୋ ହତ୍ୟାକୁ ରୋକିବା ପାଇଁ ପଦକ୍ଷେପ ନିଆଯିବ ଏବଂ କୋଠର କାର୍ଯ୍ୟାନୁଷ୍ଠା ଗ୍ରହଣ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+