Get Updates
Get notified of breaking news, exclusive insights, and must-see stories!

ମହାମାରୀ ସମୟରେ ଅନାଥ ପିଲାଙ୍କ ଶିକ୍ଷା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର

ମହାମାରୀ କରୋନା ସମୟରେ ଅନାଥ ପିଲାଙ୍କ ଶିକ୍ଷା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ ଯୋଜନାରେ ସାମିଲ ହେବେ।

ଭୁବନେଶ୍ୱର: ମହାମାରୀ କରୋନା ସମୟରେ ଅନାଥ ପିଲାଙ୍କ ଶିକ୍ଷା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଂଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ।

Odisha Government

ଏମିତିକି ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ ଶିକ୍ଷାନୁଷ୍ଠାନ ଖର୍ଚ୍ଚ ସରକାର ଦେବେ । ଅନ୍ୟପକ୍ଷରେ ଏବେ ସୁଦ୍ଧା କୋଭିଡ ଯୋଗୁଁ ବାପା, ମାଙ୍କୁ ହରାଇଥିବା ୧୨ ଜଣ ପିଲାଙ୍କୁ ଭତ୍ତା ଦେବା ପାଇଁ ଚିହ୍ନଟ ହୋଇଛନ୍ତି। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଂଜରୁ ୩ ଜଣ ଲେଖାଏଁ ପିଲା ପାଇବେ ଭତ୍ତା। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଭତ୍ତା ପାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+