Get Updates
Get notified of breaking news, exclusive insights, and must-see stories!

ଯଜେ୍ଞଶ୍ୱର ଦଣ୍ଡପାଟ ଉତ୍କଳ ବିଶ୍ୱବିଦ୍ୟାଳୟ ନୂଆ କୂଳପତି

ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ । ରାଜଭବନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

Utkal University

ବର୍ତ୍ତମାନ ସେ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଭାରପ୍ରାପ୍ତ କୁଳପତି ଦାୟିତ୍ବ ସମ୍ଭାଳିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+