ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

Odisha News: ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର । ଛାତ୍ରଛାତ୍ରୀ ୨୦୦ ମିଲିମିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର ଏନେଇ ମତ୍ସ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନ୍ଦ ମଲ୍ଲିକ ସୂଚନା ଦେଲେ ।

Midday Meal

ରାଷ୍ଟ୍ରପତି ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମରେ ଶୁଭାରମ୍ଭ କରିଥିଲେ । ଫ୍ଟ ମିଲ୍କ ଜରିଆରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ୨୦୦ ଏମଏଲ୍ କ୍ଷୀର ଦେବାର ଶୁଭାରମ୍ଭ କରାଯିବ । ଏହାପରେ ସମସ୍ତ ସ୍କୁଲରେ ଏହି ଯୋଜନା ଲାଗୁ କରାଯିବା ନେଇ ମନ୍ତ୍ରୀ ସୂଚନା ଦେଲେ ।

ମନ୍ତ୍ରୀ ଆହୁରି କହିଛନ୍ତି, ଗୋକୁଳ ଯୋଜନାରେ ୩ ହଜାର ଗାଈ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି । ଯେଉଁଥି ପାଇଁ ୩୮ କୋଟି ଟଙ୍କା ଖର୍ଚ୍ଚ ହେବା ନେଇ ସୂଚନା ରହିଛି । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+