Odisha High Court: ୩ଦିନ ହାଇକୋର୍ଟ ଛୁଟି; ଜାଣନ୍ତୁ କାହିଁକି ?

ଓଡ଼ିଶା ହାଇକୋର୍ଟ ସୋମବାର କାର୍ତ୍ତିକ ବ୍ରତ ଉପଲକ୍ଷେ ଛୁଟି ରହିବ। ଏହି ଛୁଟି ପ୍ରତିବଦଳରେ ନଭେମ୍ବର ୨୯ (ଶନିବାର)କୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି। ଏ ସଂକ୍ରାନ୍ତରେ ରେଜିଷ୍ଟ୍ରାର (ନ୍ୟାୟିକ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ହାଇକୋର୍ଟ କ୍ୟାଲେଣ୍ଡରରେ ନଭେମ୍ବର ୪ ଧବଳେଶ୍ବର ପୂଜା ବା ବଡ଼ଓଷା ଏବଂ ୫ରେ ରାସ ପୂର୍ଣ୍ଣିମା ହେତୁ ପୂର୍ବରୁ ଛୁଟି ରହିଛି। ତେଣୁ ହାଇକୋର୍ଟ ୩ରୁ ୫ ତାରିଖ ଯାଏଁ ତିନି ଦିନ ଛୁଟି ରହିବ।

Odisha High Court
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+