ରତ୍ନଭଣ୍ଡା ଚାବି ହଜିବା ମାମଲା, ସରକାରଙ୍କୁ ହାଇକୋର୍ଟଙ୍କ ଶେଷ ସୁଯୋଗ

କଚକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାରେ ରାଜ୍ୟ ସରକାରଙ୍କୁ ଶେଷ ସୁଯୋଗ । ସରକାରଙ୍କୁ ହାଇକୋର୍ଟ ଏହି ଶେଷ ସୁଯୋଗ ଦେଇଛନ୍ତି । ଆଜି ରତ୍ନଭଣ୍ଡାର ଚାବି ହଜିବା ସଂପର୍କିତ ମାମଲାରେ ଶୁଣାଣି ହେଉଥିଲା । କିନ୍ତୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଜବାବ ନରଖି ଅଧିକ ସମୟ ଲୋଡିଥିଲେ । ରଘୁବୀର ଦାସ କମିଶନ ରିପୋର୍ଟ ସାର୍ବଜନୀନ କରିବାକୁ ଆବେଦନ ହୋଇଛି ।

shree mandir

ହେଲେ ସରକାର ଜବାବ ଦାଖଲ କରିବେ ବୋଲି କହି ଦୀର୍ଘ 8 ମାସ ହେବ ସମୟ ଗଡାଇ ଚାଲିଥିବା ଅଭିଯୋଗ ହୋଇଛି । ଏବେ ରାଜ୍ୟ ସରକାରଙ୍କୁ ଶେଷ ସୁଯୋଗ ଦେଇଛନ୍ତି ହାଇକୋର୍ଟ । ବଡ ଦିନ ଛୁଟି ପରେ ମାମଲାର ଶୁଣାଣି ହେବ ବୋଲି ସୂଚନା ରହିଛି । ଏହାରି ଭିତରେ ରାଜ୍ୟ ସରକାରଙ୍କୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+