ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କ ପାଇଁ ବଡ ଖବର । ଏଣିକି ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର । ଏନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରାଜ୍ୟ ସରକାରଙ୍କ ୪ଟି ବିଭାଗରେ ଆଉଟସୋର୍ସିଂରେ କାମ କରୁଥିବା ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କ କ୍

କଟକ: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କ ପାଇଁ ବଡ ଖବର । ଏଣିକି ନିୟମିତ ହେବେ ଠିକା ଡାଟା ଏଣ୍ଟ୍ରି ଅପରେଟର । ଏନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରାଜ୍ୟ ସରକାରଙ୍କ ୪ଟି ବିଭାଗରେ ଆଉଟସୋର୍ସିଂରେ କାମ କରୁଥିବା ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କ କ୍ଷେତ୍ରରେ ଏହା ଲାଗୁ ହେବ ।

Odisha High Court

୩ ମାସ ମଧ୍ୟରେ ସ୍ଥାୟୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଲୋକସେବା ଭବନ, ଗୋପବନ୍ଧୁ ଏକାଡେମୀ, ଲୋକାଲ ଫଣ୍ଡ ଅଡିଟ୍ ଓ ସବ ରେଜିଷ୍ଟ୍ରାର ଅଫିସରେ କାର୍ଯ୍ୟରତ କର୍ମଚାରୀ ସ୍ଥାୟୀ ହେବେ ।

ନିକଟରେ ଠିକା କର୍ମଚାରୀଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା । ଗ୍ରପ୍ 'ସି' ଓ 'ଡି' ଠିକା କର୍ମଚାରୀଙ୍କୁ ୫୦ ପ୍ରତିଶତ ଅଧିକ ଦରମା ମିଳିବ । ଠିକା କର୍ମଚାରୀ ପରିବର୍ତ୍ତେ ଇନିସିଆଲ୍ ଆପୋଏଣ୍ଟି କୁହାଯିବ । ପୂର୍ବ ନିୟମ ଅନୁସାରେ, ୬ ବର୍ଷ ଚାକିର ପରେ ସେମାନଙ୍କୁ ନିୟମିତ କରାଯିବର ବ୍ୟବସ୍ତା ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+