ନିଚ୍ଛକ ପ୍ରେମର ପ୍ରକୃତ ଉଦାହରଣ: ସ୍ତ୍ରୀର ଜୁଇକୁ ଡେଇଁ ସ୍ୱାମୀର ଆତ୍ମହତ୍ୟା

ସ୍ତ୍ରୀଙ୍କ ଜୁଇକୁ ଡେଇଁ ଜଳିଗଲେ ସ୍ବାମୀ । ସ୍ତ୍ରୀଙ୍କ ଜୁଇ ଡେଇଁ ଜଳିଯାଇ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । କଳାହାଣ୍ଡି ଜିଲ୍ଲା କେଗାଁ ଥାନା ସିଆଲଜୋଡି ଗାଁରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା ।

କଳାହାଣ୍ଡି: ସ୍ତ୍ରୀଙ୍କ ଜୁଇକୁ ଡେଇଁ ଜଳିଗଲେ ସ୍ବାମୀ । ସ୍ତ୍ରୀଙ୍କ ଜୁଇ ଡେଇଁ ଜଳିଯାଇ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । କଳାହାଣ୍ଡି ଜିଲ୍ଲା କେଗାଁ ଥାନା ସିଆଲଜୋଡି ଗାଁରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା ।

Kalahandi

ସୂଚନା ଅନୁସାରେ ଚହକା ଗ୍ରାମ ପଞ୍ଚାୟତର ସିଆଲଯୋଡ଼ିସ୍ଥିତ ୫ ନମ୍ବର ୱାର୍ଡସଭ୍ୟା ରଇବାରୁ ଶବର ଅସୁସ୍ଥ ହୋଇ ଗତକାଲି ସ୍ଥାନୀୟ ଡାକ୍ତରଖାନାକୁ ଯାଇଥିଲେ । ଚିକିତ୍ସିତ ହୋଇ ଘରକୁ ଫେରି ଆସିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଆହୁରି ବିଗିଡ଼ି ଯାଇଥିଲା । ଆଜି ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ହୋଇଥିଲା । ସ୍ତ୍ରୀଙ୍କ ମୃତ୍ୟୁପରେ ସମ୍ପର୍କୀୟମାନେ ରୀତିନୀତି ମୁତାବକ ତାଙ୍କ ଶବ ସତ୍କାର କରିବାକୁ ଗାଁ ନିକଟରେ ଥିବା ଜମିକୁ ନେଇଥିଲେ । ସମ୍ପର୍କୀୟମାନେ ଶବସତ୍କାର କରି ଫେରୁଥିବା ବେଳେ, ସ୍ୱାମୀ ନୀଳମଣି ଶବର ଅଧାରୁ ଫେରିଯାଇ ସ୍ତ୍ରୀଙ୍କ ଜୁଇକୁ ଡେଇଁପଡିଥି​ଲେ । ନିଆଁ ଜଳୁଥିବାରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି ସ୍ୱାମୀ । ସେପଟେ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+