ସୁବର୍ଣ୍ଣ ଯୁଗ ଆଡ଼କୁ ଆତ୍ମବିଶ୍ବାସର ସହ ବଢୁଛି ଓଡ଼ିଶା, ମୁଖ୍ୟମନ୍ତ୍ରୀ
ଓଡ଼ିଶା ଆଜି ବିକାଶର ଏକ ସୁବର୍ଣ୍ଣ ଯୁଗ ଆଡକୁ ଆତ୍ମବିଶ୍ୱାସର ସହ ଆଗକୁ ବଢୁଛି । ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ମୁଣ୍ଡପିଛା ଆୟ ବୃଦ୍ଧି, ଶିଳ୍ପ, ସେବା ଓ ମହିଳା ଶ୍ରମଶକ୍ତିରେ ଅଭିବୃଦ୍ଧି ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଆଶାର ଏକ ନୂତନ ସନ୍ଦେଶ ଆଣିଛି । ଏହା କେବଳ ଏକ ପରିସଂଖ୍ୟାନ ନୁହେଁ ବରଂ ସାଢେ ୪କୋଟି ଓଡ଼ିଆଙ୍କ ସଂକଳ୍ପ ଓ ପରିଶ୍ରମର ପ୍ରତିଫଳନ ବୋଲି ମୁଖ୍ୟମନ୍ତ୍ରୀ ବଜେଟ ଉପସ୍ଥାପନ ପୂର୍ବରୁ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ।













Click it and Unblock the Notifications