ପୁଣି ଭିଜିବ ଓଡ଼ିଶା, ୧୩ ଯାଏଁ ନିସ୍ତାର ନାହିଁ

ଆଜିଠୁ ବଢ଼ିବ ବର୍ଷା । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୧୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।

rain

ସେହିପରି ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ କୋରାପୁଟ ଓ ମାଲକାନାଗିରିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ୫ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟରବେଗରେ ପବନ ବହିବା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+