ଭିଜିଲାନ୍ସ ଜାଲରେ ମହିଳା କନିଷ୍ଠ ଯନ୍ତ୍ରୀ, ୮୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ.....

୮ ହଜାର ଲାଞ୍ଚ ନେଲାବେଳେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜାଙ୍କୁ ଧରିଲା ଭିଜିଲାନ୍ସ । ମନରେଗା ଅର୍ଥ ରିଲିଜ ପାଇଁ ଲାଞ୍ଚ ନେଲାବେଳେ ଧରାପଡ଼ିଲେ ସୁଚିସ୍ମିତା । ସରକାରୀ କ୍ୱାର୍ଟର୍ସରେ ଲାଞ୍ଚ ନେଲାବେଳେ ମାଡ଼ିବସିଲା ଭିଜିଲାନ୍ସ । ସହକାରୀ ଯନ୍ତ୍ରୀଙ୍କ ୩ଟି ଘରେ ଭିଜିଲାନ୍ସ ଟିମର ଚଢ଼ାଉ । ଭିଜିଲାନ୍ସ ଟିମ ପକ୍ଷରୁ ଚଢ଼ାଉ ଜାରି ରହିଛି ।

Odisha JE held for bribery in Bargarh

ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଗତ ଏକ ବର୍ଷ ହେବ ଚାକିରିରେ ଯୋଗଦାନ କରିଥିଲେ l ଦରମା ବାହାରେ ଅଧିକ ଅର୍ଥ ଉପାର୍ଜନର ଲୋଭ ଆଜି ସସ୍ମିତାଙ୍କୁ ମହଙ୍ଗା ପଡ଼ିଛି l ମନରେଗା କାମ ପାଇଁ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+