ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବିରାଟ ନିଯୁକ୍ତି ମେଳା । ୭ଟି ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର। ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ nbsp;ମୋହନ nbsp;ଚରଣ nbsp;ମାଝୀ।