ଓଡ଼ିଶା ଲ’ କମିଶନ ଗଠିତ; ଜଷ୍ଟିସ ବିଶ୍ବନାଥ ରଥ ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର: ଆଜି ଓଡ଼ିଶା ଲ' କମିଶନ ଗଠିତ ହୋଇଛି । ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

Law Commission consists

ଓଡିଶା ଲ' କମିଶନରେ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ୬ଜଣ ସଦସ୍ୟ ରହିଛନ୍ତି । ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଓଡ଼ିଶା ଲ' କମିଶନର ଏକ୍ସ ଅଫିସିଓ ସଦସ୍ୟ ରହିଥିବାବେଳେ ଆଇନ ବିଭାଗ ପ୍ରମୁଖ ସଚିବ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟ ରହିବେ ବୋଲି ସୂଚନା ଦିଆଯାଇଛି । ବରିଷ୍ଠ ଆଇନଜୀବୀ ସୂର୍ଯ୍ୟପ୍ରକାଶ ମିଶ୍ର ଏବଂ ସୌରଚନ୍ଦ୍ର ମହାପାତ୍ର ଓଡ଼ିଶା ଲ' କମିଶନ ସଦସ୍ୟ ହୋଇଛନ୍ତି । ସେହିପରି ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ କମିଟିର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+