ଚନ୍ଦ୍ରଶେଖରପୁରରେ ହେବ ଓଡ଼ିଶା ମଣ୍ଡପ; ୧୦ ହଜାର ଲୋକ ବସିବା କ୍ଷମତାର କନଭେନସନ ସେଣ୍ଟର

ଚନ୍ଦଶେଖରପୁରରେ ହେବ ଓଡ଼ିଶା ମଣ୍ଡପ। ୧୦ ହଜାର ଲୋକ ବସିବା କ୍ଷମତାର କନଭେନସନ ସେଣ୍ଟର ରହିବ। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଅଣ୍ଡରଗ୍ରାଉଣ୍ଡ ମେଟ୍ରୋକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଜାରି କରିଛନ୍ତି।

ସେ କହିଛନ୍ତି, "ଭୁବନେଶ୍ୱରରେ ଏଲିଭେଟେଡ୍ ମେଟ୍ରୋ ହେବନି। ଅଣ୍ଡରଗ୍ରାଉଣ୍ଡ ମେଟ୍ରୋ ନେଇ ଯୋଜନା ଚାଲିଛି। ନଗର ଉନ୍ନୟନ ବିଭାଗ ଏନେଇ ଯୋଜନା ପ୍ରସ୍ତୁତ କରୁଛି।"

Convention center with seating capacity 10000 people
ସରକାରଙ୍କ ବଡ଼ ନିଷ୍ପତ୍ତି। ସବୁଦିନ ପାଇଁ ପୁରୀ ବଡ଼ ଦାଣ୍ଡରେ ବନ୍ଦ ହେବ ମଦ ଏବଂ ଆମିଷ ଦୋକାନ। ପୁରୀ ବଡ଼ଦାଣ୍ଡରେ ଆଉ ବିକ୍ରି ହେଇ ପାରିବନି ମଦ କିମ୍ୱା ଆମିଷ। ଯଦି କେହି ଅମାନିଆ ମଦ କିମ୍ୱା ଆମିଷ ବିକ୍ରି କରନ୍ତି ତାଙ୍କ ଉପରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+