ମୌସୁମୀ ଅଧିବେଶନ ପୂର୍ବରୁ ମନ୍ତ୍ରୀ ଓ ବିଧାୟକମାନଙ୍କର ହେଲା କୋଭିଡ ଟେଷ୍ଟ
ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନ ମନ୍ତ୍ରୀ ଓ ବିଧାୟକଙ୍କର ଆଜି ହୋଇଛି କୋଭିଡ ଟେଷ୍ଟ । ଆଜି ବାଚସ୍ପତି ସୂର୍ଯ୍ୟ ନାୟରଣ ପାତ୍ରଙ୍କ ସମେତ କିଛି ମନ୍ତ୍ରୀ ଓ ବିଧାୟକଙ୍କର ଆଣ୍ଟିଜେନ୍, ଆଣ୍ଟିବଡି ଓ ଆରଟି-ପିସିଆର ଟେଷ୍ଟ କରାଯାଇଛି ।
ଭୁବନେଶ୍ୱର: ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନ ମନ୍ତ୍ରୀ ଓ ବିଧାୟକଙ୍କର ଆଜି ହୋଇଛି କୋଭିଡ ଟେଷ୍ଟ । ଆଜି ବାଚସ୍ପତି ସୂର୍ଯ୍ୟ ନାୟରଣ ପାତ୍ରଙ୍କ ସମେତ କିଛି ମନ୍ତ୍ରୀ ଓ ବିଧାୟକଙ୍କର ଆଣ୍ଟିଜେନ୍, ଆଣ୍ଟିବଡି ଓ ଆରଟି-ପିସିଆର ଟେଷ୍ଟ କରାଯାଇଛି ।

ଉଲ୍ଲେଖଯୋଗ୍ୟ ଯେ, ଷୋଡ଼ଶ ବିଧାନସଭାର ସପ୍ତଦଶ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୩ ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ପାଇଁ ରଖାଯାଇଥିବାବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟଦିବସ ରହିଛି। ୫ ତାରିଖ ରବିବାର ପଡ଼ୁଥିବାରୁ ସେଦିନ ଛୁଟି ରହିବ ।
ତେବେ ସକାଳ ସାଢେ ୧୦ରୁ ଦିନ ସାଢେ ଗୋଟାଏ ଏବଂ ଅପରାହ୍ନ ୪ଟାରୁ ସଂଧ୍ୟା ୬ଟା ଯାଏ ଦୁଇ ପର୍ଯ୍ୟାୟରେ ଗୃହ ଚାଲିବ । ଅଧିବେଶନରେ ଷ୍ଟାର୍ ପ୍ରଶ୍ନ ରହିବ । ବିଜେପି ୩ଟି ଓ କଂଗ୍ରେସ ୨ଟି ମୁଲତବୀ ପ୍ରସ୍ତାବ ଆଣିପାରିବେ । ଗତଥର ଭଳି ବିଧାୟକମାନେ ବସିବା ବ୍ୟବସ୍ଥା କରାଯାଇଛି । ମନ୍ତ୍ରୀ ବସି କିମ୍ବା ଠିଆହୋଇ ଉତ୍ତର ଦେଇପାରିବେ । ବିଧାୟକମାନେ ଓକାକ ବିଲ୍ଡିଂ, ଲୋକସେବା ଭବନ ଓ ଅନ୍ୟସ୍ଥାନରେ ବି ରହିପାରିବେ । ବିରୋଧୀ ଦଳ ନେତା ହସ୍ପିଟାଲରେ ଥିବାରୁ ଚାହିଁଲେ ଭିଡିଓ କନଫରେନସିଂ ଯୋଗଦେଇପାରିବେ । ପ୍ରତିଦିନ ବିଧାନସଭା ପରିସରକୁ ସାନିଟାଇଜ୍ କରାଯିବ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications