ଅଗ୍ରସର ହେଉନି ମୌସୁମୀ; ରଜରେ ଲୋକଙ୍କୁ କଲବଲ କରିବ ଗୁଳୁଗୁଳି
ଅଗ୍ରସର ହେଉନି ମୌସୁମୀ । ରଜରେ ଲୋକଙ୍କୁ କଲବଲ କରିବ ଗୁଳୁଗୁଳି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା । ଏବେ ମାଲକାନଗିରି, କୋରାପୁଟରେ ପ୍ରବେଶ କରିଛି ମୌସୁମୀ ବାୟୁ । ଅନ୍ୟ ଅଞ୍ଚଳକୁ ୩ରୁ ୪ ଦିନରେ ଅଗ୍ରସର ହୋଇପାରେ ମୌସୁମୀ ।

ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍ୱେଭ୍ ୱାର୍ଣ୍ଣିଂ । ରଜରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହୋଇପାରେ ପ୍ରବଳ ଗୁଳୁଗୁଳି ।












Click it and Unblock the Notifications