ସାରା ରାଜ୍ୟକୁ ଛୁଁଇଲା ମୌସୁମୀ, ୧୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଁଇଲା ମୌସୁମୀ । ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୌସୁମୀ ଆଗମନ ସହ ରାଜ୍ୟବ୍ୟାପୀ ବର୍ଷା ଲାଗି ରହିଛି ।

ତେବେ ଆଜି ୧୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୫ଟି ଜିଲ୍ଲା କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ତେବେ ୨୫ତାରିଖରୁ ବଢିବ ବର୍ଷାର ପରିମାଣ ଓ ବିସ୍ତତି । ୨୬ ତାରିଖରେ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସେପଟେ ଭାରତୀୟ ପାଣିପାଗ ବିଭାଗର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ସମାନ କଥା କହିଛନ୍ତି। ସେ କହିଛନ୍ତି ଯେ କହିଛନ୍ତି, ଆସନ୍ତା ୭ ଦିନ ଯାଏ ଓଡ଼ିଶାରେ ବର୍ଷା ଲାଗି ରହିବ। ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାକୁ ମୌସୁମୀ ଛୁଇଁଥିବା ବେଳେ ଆଗାମୀ ୨ ଦିନରେ ସାରା ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ହେବ।
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications