ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨ ପ୍ରତିଶତ ବୃଦ୍ଧି ପାଇଲା ମହଙ୍ଗା ଭତ୍ତା

Odisha News: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ବଡ଼ ଘୋଷଣା, ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ୨ ପ୍ରତିଶତ ବୃଦ୍ଧି ପାଇଲା ମହଙ୍ଗା ଭତ୍ତା ।ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବଢିଲା । ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ପେନସନଭୋଗୀଙ୍କ ଟିଆଇରେ ମଧ୍ୟ ୨ ପ୍ରତିଶତ ବୃଦ୍ଧି ପାଇବା ନେଇ ସୂଚନା ରହିଛି । ପ୍ରାୟ ସାଢେ ୮ ଲକ୍ଷ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

Odisha News
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+