ବାରରେ ଚାଲିଥିଲା ମେଡିକାଲ କଲେଜ ସିଟ୍ ବିକ୍ରି: ୨ ଗିରଫ
Bhubaneswar News: ମେଡିକାଲ କଲେଜ ମ୍ୟାନେଜମେଣ୍ଟ ସିଟ୍ ବିକ୍ରି ଦଲାଲ ଗ୍ୟାଙ୍ଗର ପର୍ଦ୍ଦାଫାସ୍ କରିଛି କମିସନରେଟ୍ ପୋଲିସ । ଦଲାଲ ଗ୍ୟାଙ୍ଗର ୨ ଜଣଙ୍କୁ ଗିରଫ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଭୁବନେଶ୍ୱର ପାତ୍ରପଡା ଅଞ୍ଚଳରେ ଏକ ବାରରେ ଡିଲ୍ ଚାଲିଥିବା ବେଳେ ପୋଲିସ ଚଢାଉ କରି ଦୁଇ ଜଣଙ୍କୁ ଧରିବାରେ ସଫଳ ହୋଇଛି । ଲକ୍ଷାଧିକ ଟଙ୍କା ନେଇ ମେଡିକାଲ ସିଟ୍ ପାଇଁ ଚାଲିଥିଲା ଡିଲ୍। ଏହି ଗ୍ୟାଙ୍ଗ ସହ ବଡ଼ ବଡ଼ ମେଡିକାଲ କଲେଜର ମ୍ୟାନେଜମେଣ୍ଟର କର୍ମଚାରୀଙ୍କ ସମ୍ପର୍କ ଥିବା ନେଇ ଅଭିଯୋଗ ।

More From
-
ଭୁବନେଶ୍ୱରରେ ଐତିହାସିକ ମୁହୂର୍ତ୍ତ: କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇନ୍ଡୋର ଆଥଲେଟିକ୍ସ ଚାମ୍ପିୟନସିପ୍-୨୦୨୬ ଉଦ୍ଘାଟିତ -
ଡିଜିଟାଲ୍ ମାର୍କେଟ୍ ରେ ନୂଆ ଚ୍ୟାଲେଞ୍ଜ ମଧ୍ୟରେ VerSe Innovation ର ଫୋକସ୍ ପ୍ରଫିଟ୍ ଓ AI, ଗ୍ଲୋବାଲ୍ ବିସ୍ତାର ଉପରେ ନଜର -
ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ -
ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ -
୨୭ ଦିନରେ ଆମେରିକା-ଇରାନ ଯୁଦ୍ଧ







Click it and Unblock the Notifications