Get Updates
Get notified of breaking news, exclusive insights, and must-see stories!

ପଞ୍ଚାୟତ ଫଳାଫଳ: ବିଜେଡିକୁ ବିପୁଳ ସଫଳତା, ଏବେ ସୁଦ୍ଧା ୭୫୯ଟି ଆସନରେ ବିଜେଡି ବିଜୟୀ, ବାକି ଅଛି ୬ଟି ଆସିନ

ଘୋଷିତ ୮୪୫ ଜୋନରୁ ବିଜେଡି ୭୫୯ଟିରେ ବିଜୟୀ ହୋଇଛି । ୪୨ଟି ଜୋନରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୩୭ଟି ଜୋନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ବିଜେଡିର ବୃହତ୍ତ ବିଜୟ । ଭାରତୀୟ ରାଜନୀତି ଇତିହାସରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡ଼ିର ଫଳାଫଳ ଏକ ରେକର୍ଡ ସୃଷ୍ଟି କରିଛି । ଘୋଷିତ ୮୪୫ ଜୋନରୁ ବିଜେଡି ୭୫୯ଟିରେ ବିଜୟୀ ହୋଇଛି । ୪୨ଟି ଜୋନରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୩୭ଟି ଜୋନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ସେହିପରି ୩ଟିରେ ସ୍ୱାଧୀନ ଓ ୪ଟିରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।

odisha panchayat election result

ତିନି ଦିନର ଗଣତି ସୁଦ୍ଧା ବିଜେଡି ସବୁ ଜିଲ୍ଲାରେ ଜିଲ୍ଲା ପରିଷଦ ସଭାପତି ପଦବୀ ହାତେଇବା ସ୍ଥିତିରେ ଥିବା ବେଳେ ବିଜେପି ଓ କଂଗେସ ଟକ୍କର ଦେବା ପାଇଁ ରେସରୁ ଆଉଟ ହୋଇଯାଇଛନ୍ତି । ୨୦୧୨ରେ ୬୫୧ଟି ଜିଲ୍ଲା ପରିଷଦ ଆସନ ଜିତି ବିଜେଡି ରେକର୍ଡ କରିଥିଲା । ବିଜେପି ୨୦୧୭ରେ କଡା ଟକ୍କର ଦେଇଥିଲା । ଫଳରେ ବିଜେଡି ୪୭୬କୁ ଖସି ଆସିଥିବା ବେଳେ କଂଗ୍ରେସ ୬୦ରେ ସୀମିତ ଥିଲା । ବିଜେପି ୨୯୭ଟି ସିଟ୍ ହାତେଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+