For Quick Alerts
Turn On Notification  
For Daily Alerts
Oneindia App Download

ପଞ୍ଚାୟତ ଫଳାଫଳ: ବିଜେଡିକୁ ବିପୁଳ ସଫଳତା, ଏବେ ସୁଦ୍ଧା ୭୫୯ଟି ଆସନରେ ବିଜେଡି ବିଜୟୀ, ବାକି ଅଛି ୬ଟି ଆସିନ

ଘୋଷିତ ୮୪୫ ଜୋନରୁ ବିଜେଡି ୭୫୯ଟିରେ ବିଜୟୀ ହୋଇଛି । ୪୨ଟି ଜୋନରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୩୭ଟି ଜୋନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।

|

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ବିଜେଡିର ବୃହତ୍ତ ବିଜୟ । ଭାରତୀୟ ରାଜନୀତି ଇତିହାସରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡ଼ିର ଫଳାଫଳ ଏକ ରେକର୍ଡ ସୃଷ୍ଟି କରିଛି । ଘୋଷିତ ୮୪୫ ଜୋନରୁ ବିଜେଡି ୭୫୯ଟିରେ ବିଜୟୀ ହୋଇଛି । ୪୨ଟି ଜୋନରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୩୭ଟି ଜୋନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ସେହିପରି ୩ଟିରେ ସ୍ୱାଧୀନ ଓ ୪ଟିରେ ଅନ୍ୟାନ୍ୟ ଦଳର ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।

odisha panchayat election result

ତିନି ଦିନର ଗଣତି ସୁଦ୍ଧା ବିଜେଡି ସବୁ ଜିଲ୍ଲାରେ ଜିଲ୍ଲା ପରିଷଦ ସଭାପତି ପଦବୀ ହାତେଇବା ସ୍ଥିତିରେ ଥିବା ବେଳେ ବିଜେପି ଓ କଂଗେସ ଟକ୍କର ଦେବା ପାଇଁ ରେସରୁ ଆଉଟ ହୋଇଯାଇଛନ୍ତି । ୨୦୧୨ରେ ୬୫୧ଟି ଜିଲ୍ଲା ପରିଷଦ ଆସନ ଜିତି ବିଜେଡି ରେକର୍ଡ କରିଥିଲା । ବିଜେପି ୨୦୧୭ରେ କଡା ଟକ୍କର ଦେଇଥିଲା । ଫଳରେ ବିଜେଡି ୪୭୬କୁ ଖସି ଆସିଥିବା ବେଳେ କଂଗ୍ରେସ ୬୦ରେ ସୀମିତ ଥିଲା । ବିଜେପି ୨୯୭ଟି ସିଟ୍ ହାତେଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Panchayat Election Result: Out of 845 Declared ZP, BJD has won 756 Seats
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X