ମାର୍ଚ୍ଚ ୮-୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ପରୀକ୍ଷା ସ୍ଥଗିତ
ମାର୍ଚ୍ଚ ୮ ଏବଂ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍ ବି ପରୀକ୍ଷା ସ୍ଥଗିତ କରାଯାଇଛି। । OPRB ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି। ମାର୍ଚ୍ଚ ୯ରେ ସହକାରୀ କୃଷି ଅଧିକାରୀ ପରୀକ୍ଷା ଏବଂ ଏସ୍ଆଇ ପରୀକ୍ଷା ଗୋଟିଏ ଦିନରେ ଥିବାରୁ ପରୀକ୍ଷାର୍ଥୀ ତଥା ଚାକିରି ଆଶାୟୀ ଅସନ୍ତୋଷ ପ୍ରକାଶ କରିଥିଲେ। ଫଳରେ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି।













Click it and Unblock the Notifications