Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

Odisha Weather: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ବିଭିନ୍ନା ସ୍ଥାନରେ ଘଡିଘଡି ସହ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ଆସନ୍ତା ୪ ଦିନ ପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Odisha Weather

ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ୧୬ ତାରିଖରେ ୨୧ ଜିଲ୍ଲା ଏବଂ ୧୭ରେ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୮ ତାରିଖରେ ୧୭ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ହେବାର ସମ୍ଭାବନା ରହିଛି ।

ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ ।ପାଣିପାଗ ବିଭାଗର ଆକଳନ ଅନୁସାରେ, ପଶ୍ଚିମ ଓଡ଼ିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ୧୯ ତାରିଖରୁ ରାଜ୍ୟରେ ପାଗ ଶୁଖିଲା ରହିବ । ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+