ରାଜ୍ୟରେ ୩୧ ଯାଏଁ ପ୍ରବଳ ବର୍ଷା ! ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Odisha Rain Update: ସକ୍ରିୟ ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟରେ ୩୧ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଆଜି ପାଇଁ ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଏବଂ ନବରଙ୍ଗପୁର ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।













Click it and Unblock the Notifications