ରାଜ୍ୟରେ ସକ୍ରିୟ ଗୁରୁଚାପ ବଳୟ: ୨୬ ତାରିଖ ପର୍ଯ୍ୟନ୍ତ ଏହି ସମସ୍ତ ଜିଲ୍ଲାରେ ହେବ ବର୍ଷା !

Odisha Weather: ରାଜ୍ୟରେ ସକ୍ରିୟ ଗୁରୁଚାପ ବଳୟ,ଯାହା ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝିପି ବର୍ଷା ଲାଗି ରହିବା ସହ କୋହଲା ପାଗ ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରପଡ଼ା ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଝିପି ଝିପି ବର୍ଷା ଲାଗି ରହିବ ।

ବର୍ଷା ଛାଡିବା ପୁଣି ରାଜ୍ୟରେ ଶୀତ ଲହରୀ ଫେରିବାର ସମ୍ଭାବନା ରହିଛି । ଗତ ଦୁଇ ଦିନ ହେଲ ରାଜ୍ୟର ଅନେକ ସ୍ଥାନରେ ପାଗ କୋହଲା ରହିବା ସହ ବର୍ଷା ଜାରି ରହିଛି । ଆସନ୍ତା ୨୫ତାରିଖ ଯାଏଁ ଗୁରୁଚାପ ବଳୟର ସକ୍ରିୟ ରହିବ ଯାହା ଫଳରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ ତାରିଖ ପରେ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି ।

Odisha Weather

ସେହିପରି ଆଜି ଘନ କୁହୁଡି ନେଇ କିଛି କିଛି ଜିଲ୍ଲାକୁ ସତର୍କତା ଜାରି କରାଯାଛି । ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କେନ୍ଦୁଝର, ସମ୍ବଲପୁର, ବାଲେଶ୍ୱର ଜିଲ୍ଲାକୁ ଘନ କୁହୁ଼ଡି ନେଇ ପାଣିପାଗ ବିଭାଗ ପକ୍ଷକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+