ସର୍ବଭାରତୀୟ ସ୍ତରରେ ବାର୍ଷିକ ଫଳ ଉତ୍ପାଦନରେ ଓଡ଼ିଶାର ସ୍ଥାନ ୧୧ ନଂ

ସର୍ବଭାରତୀୟ ସ୍ତରରେ ବାର୍ଷିକ ଫଳ ଉତ୍ପାଦନରେ ଓଡ଼ିଶାର ସ୍ଥାନ ୧୧ ନଂ । ଧ୍ରୁବ ଚରଣ ସାହୁଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଉତ୍ତର । ରାଜ୍ୟରେ ୭୯୧୯ ଉଦ୍ୟୋଗୀ ବ୍ୟବସାୟିକ ଦୃଷ୍ଟିରୁ ଫଳ, ଫୁଲ ଚାଷ କରୁଛନ୍ତି ।

fruit production g
ସେମାନଙ୍କ ବାର୍ଷିକ ଆୟ ୧୦ ହଜାର ୪୧୬ ଲକ୍ଷ ୯୧ ହଜାର ଟଙ୍କା । ୨୦୨୪-୨୫ ଆର୍ଥିକ ବର୍ଷରେ ଓଡ଼ିଶାରେ ୨୭.୧୮ ଲକ୍ଷ ଫଳ ଉତ୍ପାଦନ । ପୁରୀରେ ସର୍ବାଧିକ ୫୮୬ ଜଣ ଉଦ୍ୟୋଗୀ ଫଳ ଚାଷ କରୁଛନ୍ତି । ସମ୍ବଲପୁର ଓ ସୁନ୍ଦରଗଡ଼ରେ ୧୧୫ ଉଦ୍ୟୋଗୀ ଫୁଲ ଚାଷ କରୁଛନ୍ତି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+