ରାଜ୍ୟରେ ଅକ୍ଟୋବର ପହିଲାରୁ ବଢିବ ବର୍ଷାର ପରିମାଣ

Odisha Weather: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ପାଇଁ ୫ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ କରାଯାଇଛି । ଏହି ୫ଟି ଜିଲ୍ଲା ହେଲା ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର । ଏହି ସମସ୍ତ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା । ସେହିପରି ୨୯ ରୁ ୩୦ ତାରିଖରେ ବର୍ଷାର ପରିମାଣ ସାମାନ୍ୟ କରିବ ହେଲେ ପୁଣି ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ।

rainfall during October

ସୂଚନା ଅନୁସାରେ, ବାଂଲାଦେଶ ତଥା ନିକଟକସ୍ଥ ଉତ୍ତର-ପୂର୍ବ ରାଜ୍ୟ ଗୁଡ଼ିକରେ ଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଅକ୍ଟୋବର ୧ ରୁ ୩ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବାର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+