ଭୋଟ୍ ଦେଉଛି ଓଡ଼ିଶା; ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ
ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଭୋଟ୍ ଦେଉଛି ଓଡ଼ିଶା। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ ହୋଇଛି । ସେହିପରି ଝାରସୁଗୁଡ଼ାରେ ସର୍ବାଧିକ ୨୫.୩୨% ଭୋଟିଂ ହୋଇଛି। ସେହିପରି ବଲାଙ୍ଗିରରେ ସର୍ବନିମ୍ନ ୧୭.୧୬% ମତଦାନ ହୋଇଛି ।

ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ ହୋଇଥିଲା । ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ ହୋଇଛି । ବଲାଙ୍ଗିରରେ ସର୍ବନିମ୍ନ ୪.୯୬% ମତଦାନ ।












Click it and Unblock the Notifications