କମୁଛି ସଂକ୍ରମଣ, ରାଜ୍ୟରେ ଦିନକରେ 19 ସଂକ୍ରମିତ ଚିହ୍ନଟ
ରାଜ୍ୟରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଶ୍ବସ୍ତ ହୋଇଛନ୍ତି ଲୋକେ । ଗତ 24 ଘଣ୍ଟାରେ ରାଜ୍ୟରେ 19 ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଶ୍ବସ୍ତ ହୋଇଛନ୍ତି ଲୋକେ । ଗତ 24 ଘଣ୍ଟାରେ ରାଜ୍ୟରେ 19 ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 11 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ 8 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ 6 ଜଣ ଶିଶୁ ଥିବା ଜଣାପଡିଛି ।

ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବର ଜଣେ, କଟକରୁ 2, ଗଜପତିରୁ 5, ଖୋର୍ଦ୍ଧାରୁ 4, ନୂଆପଡାରୁ 6, ସମ୍ବଲପୁରରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 88 ହଜାର 272ରେ ପହଞ୍ଚିଛି ।
ବର୍ତ୍ତମାନ ରାଜ୍ୟରେ 121 ସକ୍ରିୟ ମାମଲା ରହିଛି । ନୂଆ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏବେ ସୁଦ୍ଧା ମୋଟ 12 ଲକ୍ଷ 78 ହଜାର 972 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications