ରାଜ୍ୟରେ ବଢୁଛି କରୋନା ସଂକ୍ରମଣ:୨୪ ଘଣ୍ଟାରେ ଜଣେ ମୃତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୫୮ ଜଣ ପଡିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଝାରସୁଗୁଡ଼ା ଜିଲ୍ଲାର ଜଣେ ମହିଳା । ସେ କରୋନା ସହ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ ।

ସୂଚନା ଅନୁସାରେ, କଟକ ଏସସିବି କୋଭିଡ୍ ଡାକ୍ତରଖାନାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତକ ବୃଦ୍ଧା ଜଣକ ଝାରସୁଗୁଡ଼ା ଜିଲ୍ଲାର । ତାଙ୍କର କୋଭିଡ୍ ସହିତ ଅନ୍ୟାନ୍ୟ ରୋଗ ରହିଥିଲା । ମହିଳା ଜଣଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ପରେ ତାଙ୍କୁ କଟକ ଏସସିବି କୋଭିଡ୍ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିଲା । ଯେଉଁଠି ତାଙ୍କ ଅବସ୍ଥା ଅଧିକ ବିଗିଡି ଯାଇଥିଲା ଏବଂ ପରେ ତାଙ୍କର ମତ୍ୟୁ ହୋଇଥିବା ନେଇ ସୂଚନା ରହିଛି ।

corona

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ୨୫୮ ଜଣ ପଡିଟିଭ୍ ଚିହ୍ନଟ ହୋଇଛନ୍ତି ଯାହା ମିଶାଇ ଏବେ ସୁଦ୍ଧା ରାଜ୍ୟରେ ମୋଟ୍ ୧ ହଜାର ୧୮୬ ଆକ୍ଟିଭ୍ କେସ୍ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+