ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀ ଜଳସ୍ତର; ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କ ସୂଚନା
ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀ ଜଳସ୍ତର । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କ ସୂଚନା।
ଭଦ୍ରକର ଧାମନଗର, ବାଲେଶ୍ବରର ଚାନ୍ଦବାଲି ଅଞ୍ଚଳ ପ୍ରଭାବିତ ହେବ। ଯାଜପୁର ଜିଲ୍ଲାର ଦଶରଥପୁର ଅଞ୍ଚଳ ପ୍ରଭାବିତ ହେବ । ଏନେଇ କ୍ଷେତ୍ର ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ରହିଛି ।

ଆସନ୍ତାକାଲି ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି ଦେଖା ଦେବ । ମହାନଦୀ ଅବବାହିକାରେ ବନ୍ୟା ଆଶଙ୍କା ନାହିଁ । ବ୍ରାହ୍ମଣୀ ନଦୀରେ ଏଯାଏଁ ବନ୍ୟା ସ୍ଥିତି ଦେଖାଯାଇନି ।
ହୀରାକୁଦକୁ ୪ ଲକ୍ଷ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ରେଙ୍ଗାଲି ଡ୍ୟାମ୍ରେ ୩ଟି ଗେଟ୍ ଦେଇ ପାଣି ଚାଲିଛି ।












Click it and Unblock the Notifications