ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ; ଓଡ଼ିଶାରେ ଅଛନ୍ତି ମୋଟ୍ ୬୯୬ କଲରାପତରିଆ ବାଘ
ଆସିଲା ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ । ଓଡ଼ିଶାରେ ଅଛନ୍ତି ମୋଟ୍ ୬୯୬ କଲରାପତରିଆ ବାଘ । NTCA ରିପୋର୍ଟ ଅନୁସାରେ ୨୦୨୨ରେ ଥିଲେ ୫୬୮ କଲରାପତରିଆ । ୨୦୧୮ରେ କଲରାପତରିଆ ବାଘ ସଂଖ୍ୟା ଥିଲା ୭୬୦ । ଚଳିତ ଥର ନିଜସ୍ୱ କଲରାପତରିଆ ଗଣନା କରିଛି ବନବିଭାଗ ।













Click it and Unblock the Notifications