ସୁସ୍ଥ ହେଲେ ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ

ରାଜ୍ୟର ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇଥିବାର ଖବର ମିଳିଛି। ସେ ଗତ କିଛି ଦିନ ହେବ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି।

ଭୁବନେଶ୍ବର: ରାଜ୍ୟର ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇଥିବାର ଖବର ମିଳିଛି। ସେ ଗତ କିଛି ଦିନ ହେବ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ତେବେ ଡାକ୍ତର ତାଙ୍କୁ ୭ ଦିନ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି ।

Omicron

ଗତ ୧୭ ତାରିଖରେ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ । ୧୦ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ ମେଡିକାଲରୁ ଡିସିଚାର୍ଜ ହୋଇଛନ୍ତି । ତାଙ୍କର ୨୪ ଘଣ୍ଟାରେ ଦୁଇ ଥର ଟେଷ୍ଟିଂ ରିପୋର୍ଟ ନେଗେଟିଭ ଆସିଥିଲା ।

ସେପଟେ ବିଦେଶ ଫେରନ୍ତାଙ୍କ ମଧ୍ୟରୁ ୧୮ ଜଣଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଥିଲା । ୮ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଓ ବାକି ୧୦ ଜଣଙ୍କ ଓମିକ୍ରନ ରିପୋର୍ଟ ନେଗେଟିଭ ଆସିଛି ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+