ବଢିବ ବିଧାୟକଙ୍କ ଦରମା ! ବିଧାନସଭା ଉପଦେଷ୍ଟା କମିଟିର ବିଚାର ବିମର୍ଶ
ବଢିବ ବିଧାୟକଙ୍କ ଦରମା । ବିଧାନସଭାର ଉପେଦଷ୍ଟା କମିଟି ବୈଠକରେ ଏନେଇ ଆଲୋଚନା ଶେଷ ହୋଇଛି । ଖୁବଶୀଘ୍ର ବିଧାୟକଙ୍କ ଦରମା ବୃଦ୍ଧି ନେଇ ବାଚସ୍ପତିଙ୍କୁ ଉପଦେଷ୍ଟା କମିଟିର ରିପୋର୍ଟ ଦିଆଯିବ ।
ଭୁବନେଶ୍ୱର: ବଢିବ ବିଧାୟକଙ୍କ ଦରମା । ବିଧାନସଭାର ଉପେଦଷ୍ଟା କମିଟି ବୈଠକରେ ଏନେଇ ଆଲୋଚନା ଶେଷ ହୋଇଛି । ଖୁବଶୀଘ୍ର ବିଧାୟକଙ୍କ ଦରମା ବୃଦ୍ଧି ନେଇ ବାଚସ୍ପତିଙ୍କୁ ଉପଦେଷ୍ଟା କମିଟିର ରିପୋର୍ଟ ଦିଆଯିବ ।

ଅନ୍ୟ ରାଜ୍ୟର ବିଧାୟକଙ୍କ ଦରମା ୨ ଲକ୍ଷରୁ ଅଢେଇ ଲକ୍ଷ ରହିଛି । ଓଡ଼ିଶାରେ ବିଧାୟକଙ୍କ ଦରମା କମ ରହିଛି । ସବୁ ମିଶିକି ୯୮ ହଜାର ବିଧାୟକମାନେ ପାଉଛନ୍ତି । ଖୁବଶୀଘ୍ର ଦରମା ବୃଦ୍ଧି ନେଇ ବାଚସ୍ପତିଙ୍କୁ ରିପୋର୍ଟ ଦିଆଯିବ। ସବିଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର ।
ସୂଚନାଥାଉକି, ଚଳିତ ବିଧାନସଭାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ । କିଛି ସଦସ୍ୟ କହିଥିଲେ ଯେ, ଶେଷ ଥର ପାଇଁ ୧୩.୯.୨୦୧୭ରେ ବିଧାୟକମାନଙ୍କ ଗସ୍ତ ଖର୍ଚ୍ଚ ଓ ଦରମା ବଢିଥିଲା । ଆଉ ଏବେ ସବୁ ରେଟ୍ ବି ବଢିଛି ତେଣୁ ବିଧାୟକମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ ବଢ଼ାଇବାକୁ ହୋଇଥିଲା ।
ସେହିପରି ବିଧାୟକଙ୍କ ଦରମା ସହ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ନେଇ ମଧ୍ୟ ଆଲୋଚନା ହୋଇଛି । ସେହିଭଳି ପୂର୍ବତନ ବିଧାୟକଙ୍କୁ ମିଳୁଥିବା ଚିକିତ୍ସା ଖର୍ଚ୍ଚ ମଧ୍ୟ ବୃଦ୍ଧି କରିବାକୁ ଆଲୋଚନା ହୋଇଛି । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ ବିଧାୟକଙ୍କ ଭତ୍ତା ଓ ଦରମା କମ ରହିଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications