Breaking: କାଲିଠୁ ପୁଣି ୨ ଦିନ ସ୍କୁଲ ଛୁଟି
School Close in Odisha: କାଲିଠୁ ପୁଣି ୨ ଦିନ ସ୍କୁଲ ଛୁଟି । ରାଜ୍ୟରେ ୨ ଦିନ ବନ୍ଦ ରହିବ ସ୍କୁଲ । ଗ୍ରୀଷ୍ମ ପ୍ରବହାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ରାଜ୍ୟରେ ୧୯ ଓ ୨୦ ତାରିଖରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି ।
ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ଯନ୍ତ ବନ୍ଦ ରହିବ ସ୍କୁଲ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଦୁଇଦିନ ବନ୍ଦ ରହିବ। ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ।

ପୂର୍ବରୁ ମଧ୍ୟ ସରକାର ଏପ୍ରିଲ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ଯନ୍ତ ସ୍କୁଲ ବନ୍ଦ କରିଥିଲେ । ସୋମବାର ସ୍କୁଲ ଖୋଲିଥିଲା । ହେଲେ ରାଜ୍ୟରେ ଜାରି ଗ୍ରୀଷ୍ମ ପ୍ରବାହ ଯୋଗୁଁ ପୁଣି ଗୋଟିଏ ଦିନ ପରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ସରକାର । ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ସରକାର । ଆଗକୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଛୁଟି ବୃଦ୍ଧି କରାଯିବ କି ନାହିଁ ତା ଉପରେ ବିଚାର କରାଯିବ ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ତେବେ ଆଗାମୀ ଦୁଇ ଦିନ ବି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ସତର୍କ କରିସାରିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications