ରାଜ୍ୟ ସରକରାଙ୍କ ବଡ଼ ନିଷ୍ପତ୍ତି: ବଢିଲା ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ
Salary Hike: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତି ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି । ସର୍ବନିମ୍ନ ଦରମା ୩୦ ହଜାରରୁ ବୃଦ୍ଧି ପାଇ ୪୫ ହଜାର କରାଯାଇଛି । ପାରିଶ୍ରମିକ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁମୋଦନ ଦେଇଛନ୍ତି ।

ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟାଇକିଂ ଫୋର୍ସରେ ୩ଟି ନୂଆ ବାଟାଲିଅନ ଗଠନ କରିଛନ୍ତି । ଯେଉଁଥିରେ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲସ ବାହିନୀ କର୍ମଚାରୀମାନେ ନିଯୁକ୍ତି ହୋଇଥାନ୍ତି ।
More From
-
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ମୁଖ୍ୟମନ୍ତ୍ରୀ ହେବେ ନୀତିଶଙ୍କ ପୁଅ, ଦାବି କଲେ JDU ବିଧାୟକ












Click it and Unblock the Notifications